ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍‌ଘାଟନ

Spread the love

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝି ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍‌ଘାଟନ କରିଛନ୍ତି।ରାଜ୍ୟରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ଏବଂ ବ୍ୟବହାରକୁ ବୃଦ୍ଧି କରିବା ସହ ଓଡ଼ିଶାକୁ ଭାରତର ମିଲେଟ ହବରେ ପରିଣତ କରାଯିବ। ଏଥିପାଇଁ ଚଳିତ ବର୍ଷ ବଜେଟରେ ୬୪୯ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି

  • Related Posts

    ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧା

    Spread the love

    Spread the loveଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧ ଜୟପୁର ୧୩/୮  ଜୟପୁର ସହରର ମେନରୋଡ଼ କିମ୍ବା ଅନ୍ୟାନ୍ୟ ପଥଧାରରେ ପରିବା ବିକ୍ରି କରୁଥିବା ଅନେକ ଆଦିବାସୀ ନାରୀମାନେ ପ୍ରକୃତରେ ଗାଁରେ ଚାଷିତ…

    କେନ୍ଦୁପତ୍ର ଟ୍ରକ୍ ଯୋଗୁଁ କୋଲାବ ବ୍ରିଜ୍‌ରେ ଟ୍ରାଫିକ୍ ସମସ୍ୟା

    Spread the love

    Spread the loveଜୟପୁର/ବୈପାରିଗୁଡ଼ା, ୪/୮ କେନ୍ଦୁପତ୍ର ବୋଝେଇ ଟ୍ରକ୍ ଯୋଗୁଁ ବୈପାରିଗୁଡ଼ା ଅଞ୍ଚଳର କୋଟା ଛକ ନିକଟସ୍ଥ ସ୍ବଲପୁର କୋଲାବ ବ୍ରିଜ୍‌ରେ ଦୈନିକ ଟ୍ରାଫିକ୍ ସମସ୍ୟା ଜନ୍ମ ନେଉଛି। ଅଭିଯୋଗ ଅନୁଯାୟୀ, ମାଲକାନଗିରି ଜିଲ୍ଲାରୁ ଆସୁଥିବା ଏହି ଟ୍ରକ୍‌ଗୁଡିକ ନିୟମ ଉଲ୍ଲଂଘନ…

    Leave a Reply

    Your email address will not be published. Required fields are marked *