ଭାଗିରଥୀ ତାଣ୍ଡିଙ୍କ ପରଲୋକ l

Spread the love

ଭାଗିରଥୀ ତାଣ୍ଡିଙ୍କ ପରଲୋକ

ଜୟପୁର ; ଜୟପୁର ସଦରଥାନା ଅଧୂକାରୀ ଇଶ୍ୱର ତାଣ୍ଡିଙ୍କ ବାପା ଭାଗିରଥୀ ତାଣ୍ଡିଙ୍କ ଆଜି ଅପରାହ୍ନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ସେ ସିଦ୍ଧବ ହୋଇଥିଲା । ଗତ କିଛି ଦିନ ହେଲା ତାଙ୍କ ନିଜ ଗ୍ରାମ କେସିଙ୍ଗାର ଦ୍ଧବାହାଲ ଠାରେ ଅସୁସୁ ରହିଥ‌ିବା ଆଜି ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତୁରନ୍ତ ପରିବାର ଲୋକେ କେସିଙ୍ଗା ଡାକ୍ତରଖାନା ନେବାପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କ ନିକଟରେ ୩ପୁଅ ଉପସ୍ଥିତ ଥିଲେ। ଭାଗିରଥୀ ତାଣ୍ଡିଙ୍କ ପରଲୋକ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କ ନିକଟରେ ୩ପୁଅ ଉପସ୍ଥିତ ଥିଲେ। ଇଶ୍ୱର ତାଙ୍କ ସାନ ପୁଅ ଥିଲେ।

  • Related Posts

    ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧା

    Spread the love

    Spread the loveଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧ ଜୟପୁର ୧୩/୮  ଜୟପୁର ସହରର ମେନରୋଡ଼ କିମ୍ବା ଅନ୍ୟାନ୍ୟ ପଥଧାରରେ ପରିବା ବିକ୍ରି କରୁଥିବା ଅନେକ ଆଦିବାସୀ ନାରୀମାନେ ପ୍ରକୃତରେ ଗାଁରେ ଚାଷିତ…

    କେନ୍ଦୁପତ୍ର ଟ୍ରକ୍ ଯୋଗୁଁ କୋଲାବ ବ୍ରିଜ୍‌ରେ ଟ୍ରାଫିକ୍ ସମସ୍ୟା

    Spread the love

    Spread the loveଜୟପୁର/ବୈପାରିଗୁଡ଼ା, ୪/୮ କେନ୍ଦୁପତ୍ର ବୋଝେଇ ଟ୍ରକ୍ ଯୋଗୁଁ ବୈପାରିଗୁଡ଼ା ଅଞ୍ଚଳର କୋଟା ଛକ ନିକଟସ୍ଥ ସ୍ବଲପୁର କୋଲାବ ବ୍ରିଜ୍‌ରେ ଦୈନିକ ଟ୍ରାଫିକ୍ ସମସ୍ୟା ଜନ୍ମ ନେଉଛି। ଅଭିଯୋଗ ଅନୁଯାୟୀ, ମାଲକାନଗିରି ଜିଲ୍ଲାରୁ ଆସୁଥିବା ଏହି ଟ୍ରକ୍‌ଗୁଡିକ ନିୟମ ଉଲ୍ଲଂଘନ…

    Leave a Reply

    Your email address will not be published. Required fields are marked *