ନୂତନ ବିଡିଓଙ୍କ ଯୋଗଦାନ

Spread the love

ନୂତନ ବିଡିଓଙ୍କ ଯୋଗଦାନ

ବୈପାରିଗୁଡା : ବୈପାରିଗୁଡା ବ୍ଳକର ନୂଆ ବିଡିଓ ଭାବେ ଆଜି ଅଭିମନ୍ୟୁ କବି ଶତପଥୀ କାର୍ଯ୍ୟାଳୟରେ ଯୋଗ ଦେଇଛନ୍ତି । ପୂର୍ବରୁ ଶ୍ରୀ ଶତପଥୀ ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଳକ ବିଡିଓ ଭାବେ କାର୍ଯ୍ୟରତ ଥିଲେ | ଏହି ଅବସରରେ ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସ୍ବାଗତ ଜଣାଇ ସମ୍ବଦ୍ଧିତ କରିଥିଲେ । ପୂର୍ବତନ ବିଡିଓ ଭାସ୍କର ଚନ୍ଦ୍ର ସାହୁଙ୍କୁ ବ୍ରହ୍ମପୁର ରାଜସ୍ବ ବିଭାଗ କାର୍ଯ୍ୟାଳୟକୁ ବଦଳି ହୋଇଥିବା ଜଣାପଡିଛି। ବ୍ଳକର ବିଭିନ୍ନ ଉନ୍ନୟନ କାର୍ଯ୍ୟ ପ୍ରତି ବିଶେଷ ଗୁରୁତ୍ବ ଦେବେ ବୋଲି ନୂଆ ବିଡିଓ ପ୍ରକାଶ କରିଛନ୍ତି।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *