ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଙ୍କୁ ସୈଜନ୍ୟ ମୁଳକ ସାକ୍ଷାତ କଲା କୋରାପୁଟ ଜିଲ୍ଲା ସାମ୍ବାଦିକ ସଂଘ।

Spread the love

ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଙ୍କୁ ସୈଜନ୍ୟ ମୁଳକ ସାକ୍ଷାତ କଲା କୋରାପୁଟ ଜିଲ୍ଲା ସାମ୍ବାଦିକ ସଂଘ।

କୋରାପୁଟ :  ଓୟୁଜେ ଅନୁବନ୍ଧିତ କୋରାପୁଟ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଉପମୁଖ୍ୟ ମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ,ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଙ୍କୁ ଆଜି କୋରାପୁଟ ସର୍କୀଟ ହାଉସ ଠାରେ ସୈଜନ୍ୟ ମୁଳକ ସାକ୍ଷାତ କରିଥିଲେ। କୋରାପୁଟ ଜିଲ୍ଲା ପରବ୨୦୨୪ ର ଶେଷ ସନ୍ଧ୍ୟା ର ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ଆସିଥିବା ଅବସରରେ ସଂଘ ପକ୍ଷରୁ ସଭାପତି ଶଶଧର ରାଉତ ଙ୍କ ନେତୃତ୍ବରେ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ ବରିଷ୍ଠ ସଦସ୍ୟ ଘନଶ୍ୟାମ ରଥ,ସୈମ୍ୟ ରଞ୍ଜନ ସାହୁ, ତ୍ରୀଲୋଚନ ମହାରଣା,ସିହେଚ ଭଗବତୀ ଆଚାରୀ, କ୍ଷିରୋଦ ଚଂଦ୍ର ଭୋଳ ପ୍ରମୁଖ ଭେଟି ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ। କୋରାପୁଟ ମାଟି ରେ ପରବ ଆଗମନ ଅବସରରେ ଶ୍ରୀ ମତୀ ପରିଡା ଙ୍କୁ ସାମ୍ବାଦିକ ସଂଘ ପକ୍ଷରୁ ସ୍ଵାଗତ କରାଯାଇଥିବାରୁ ସେ କହିଥିଲେ ଆଗରୁ ଆପଣ ମାନଙ୍କ ସହ ପରିଚୟ ରହିଛି କହି ଖୁସି ବ୍ୟକ୍ତ କରିଥିଲେ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *