ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କୋରାପୁଟ ଜିଲ୍ଲା ପରିଷଦ ଅଧକ୍ଷା ସସ୍ମିତା ମେଲକା l

Spread the love

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କୋରାପୁଟ ଜିଲ୍ଲା ପରିଷଦ ଅଧକ୍ଷା ସସ୍ମିତା ମେଲକା l

କୋରାପୁଟ ; କଥା ଦେଇ କଥା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଧନ୍ୟବାଦ ଜଣାଇଲେ କୋରାପୁଟ ଜିଲ୍ଲା ପରିଷଦ ଅଧକ୍ଷା ସସ୍ମିତା ମେଲକା , କୋରାପୁଟ ରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ ପରବ ଉଦ୍ଘାଟନୀ ଉତ୍ସବ ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ କୋରାପୁଟ ଜିଲ୍ଲା ଶିକ୍ଷା, ସ୍ଵାସ୍ଥ୍ୟ, ଗମନା ଗମ ଓ ପର୍ଯ୍ୟଟନ କ୍ଷେତ୍ର ରେ ଏକ ନମ୍ବର ଜିଲ୍ଲା ହେବ ବୋଲି ପ୍ରତିଶୃତି ଦେଇଥିଲେ ଏବଂ କୋରାପୁଟ ଜିଲ୍ଲାର ମେଧାବୀ ଛାତ୍ର ଛାତ୍ରୀ ମାନେ ଆଉ ବାହାର ଜିଲ୍ଲା କୁ ଯାଇ ଅଯଥା ଖର୍ଚ୍ଚାନ୍ତ ନ ହୋଈ ନିଜ ଜିଲ୍ଲାରେ ପରୀକ୍ଷା ଦେବା ନିମନ୍ତେ ପରୀକ୍ଷା କେନ୍ଦ୍ର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ l

କୋରାପୁଟ ଜିଲ୍ଲା ଜୟପୁରରେ ଓଡ଼ିଶା ଲୋକସେବା ଆୟୋଗର ଏକ ପରୀକ୍ଷା କେନ୍ଦ୍ର ଖୋଲାଯିବ ସହିତ ଅନୁସୂଚିତ ବର୍ଗର ଖାଲି ପଦବୀ ପୂରଣ ପାଇଁ ସ୍ଵତନ୍ତ୍ର ଅଭିଯାନ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି l

କୋରାପୁଟ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇଛନ୍ତି , କଥା ଦେଇ କଥା ରଖି ଥିବାରୁ କୋରାପୁଟ ଜିଲ୍ଲା ପରିଷଦ ଅଧକ୍ଷା ସସ୍ମିତା ମେଲକା ଏକ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଇଛନ୍ତି l

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *