ସିଟିଜେନ୍ କମିଟି ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

Spread the love

ସିଟିଜେନ୍ କମିଟି ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ରଜୟପୁର: ଜୟପୁର ସିଟିଜେନ୍ କମିଟି ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଶୁକ୍ରବାର ଦାବି ପତ୍ର ପ୍ରଦାନ କରାଯାଇଛି । ସହରର ଟ୍ରାଫିକ ବ୍ୟବସ୍ଥା ସୁଧାରିବା, ବେଆଇନ ଭାବେ ପାକିଂ, ରାସ୍ତା ଅବରୋଧ ହଟାଇବା, ଯଥାଶ୍ରୀଘ୍ର ଜଗନ୍ନାଥ ସାଗର ର ପୁନରୁଦ୍ଧାର ଏବଂ ଜୟପୁର ଜିଲ୍ଲା ମୂଖ୍ୟ ଚିକିତ୍ସାଳୟର ଆନୁସଙ୍ଗିକ ବ୍ୟବସ୍ଥାରେ ସୁଧାର ଆଣିବା ଭଳି ସମସ୍ୟାର ସମାଧାନ ପାଇଁ ଦାବି କରାଯାଇଛି। ଦାବିପତ୍ର ପ୍ରଦାନ ବେଳେ ଏସ୍‌ଡିପିଓ ପାର୍ଥ ଜଗଦୀଶ କଶ୍ୟପ ଉପସ୍ଥିତ ଥିଲେ। ସିଟିଜେନ୍ କମିଟି ପକ୍ଷରୁ ଉପସଭାପତି ଦେ ବେ ନ୍ଦ୍ର ବାହି ନୀପତି, ସଦସ୍ୟ ମଦନମୋହନ ନାୟକ, ସୁବାସ ପଣ୍ଡା, ଭବାନୀ ଚରଣ ଆଚାର୍ଯ୍ୟ, ଗୌରହରୀ ନାୟକ, ଅଭି ମନ୍ୟୁ ଭ ଟ୍ଟ ମି ଶ୍ର, ପରମେଶ୍ଵର ପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ଦାବିପତ୍ର ପ୍ରଦାନ କରାଯାଇଛି।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *