ଲମତାପୁଟରେ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

Spread the love

ଲମତାପୁଟରେ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ


ଲମତାପୁଟ, ୧ ୮/୮ : କୋରାପୁଟ ଜିଲା ଲମତାପୁଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସର ମଧରେ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମଜାଜନ  ଏସପି  ରହିତ ବର୍ମା,ଉପ ଜିଲ୍ଲାପାଳ  ପ୍ରେମ ଲାଲ ହିଆଲ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ  ବେଣୁଧର ଶବର,ମାଛକୁଣ୍ଡ ତହସିଲଦାର ଦିବାକର ବାଘ, ଜିଲା ଚିକତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀବ ଡା.ଆର ଏନ ମିଶ୍ର,ଖଣ୍ଡିଅ ବନ ବିଭାଗ ଅଧିକାରୀ ରାଜ ଶେଖର ରାଓ,ଲମତାପୁଟ ବ୍ଲକ ଅଧକ୍ଷ ତାପସ କୁମାର ଚାଲାଣ  ପ୍ରମୁଖ ଉପସ୍ଥିତ ରହିଥିଲେ l

ଜିଲ୍ଲାରେ ନୂତନ ଭାବରେ ଯୋଗ ଦାନ କରିବା ପରେ ପ୍ରଥମ କରି ଲମତାପୁଟରେ ମିଳିତ ଜଣାଶୁଣାଣୀ କାର୍ଯ୍ୟକ୍ରମ ରେ ଯୋଗଦେଇ ଥିଲେ l ଲଗାଣ ବର୍ଷା ଲାଗି ରହିଥିଲେ ମଧ୍ୟ ଜିଲା ପାଳ କାର୍ଯ୍ୟକ୍ରମ ରେ ଯୋଗଦେଇ ମୋଟ 40ଗୋଟିଏ ବିଭିନ୍ନ ଅଭିଯୋଗର ଜନ ଶୁଣାଣୀ କରିଥିଲେ l

ବ୍ୟକ୍ତିଗତ ସମସ୍ୟା ଉପରେ 19 ଓ ସାମୁହିକ ଭାବରେ 21 ଗୋଟି ସମସ୍ୟା ଉପରେ ଲୋକଙ୍କୁ ଠାରୁ ଅଭିଯୋଗ  ଗ୍ରହଣ କରି ସମସ୍ୟାର ସମାଧାନ କରିବା ନେଇ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ l ତେବେ ଆୟୋଜିତ ଜନଶୁଣାଣୀ କାର୍ଯ୍ୟକ୍ରମ  ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଲମତାପୁଟ ଗୋଷ୍ଠି ଉନ୍ନୟନ ଅଧିକାରୀ ଜୟନ୍ତ କୁମାର ମେହେର ସମେତ ବ୍ଲକ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *