ବାମୁଣୀପୁଟ ବିଦ୍ୟାଳୟର ବାର୍ଷିକ ଉତ୍ସବ l

Spread the love

ବାମୁଣୀପୁଟ ବିଦ୍ୟାଳୟର ବାର୍ଷିକ ଉତ୍ସବଜୟପୁର :ଜୟପୁର ପଞ୍ଚାୟତ ସମିତି ଅନ୍ତର୍ଗତ ର୍ଗତ ବାଲିଆ ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାମୁଣୀପୁଟର ତୃତୀୟ ବାର୍ଷିକ ଉତ୍ସବ ସମାରୋହ ୨୦୨୪-୨୫ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜୟପୂର ବିଧାୟକ ତାରାପ୍ରସାଦ ବାହିନୀପତି ଯୋଗଦେଇ କାର୍ଯ୍ୟକ୍ରମର ମର ଶୁଭାରମ୍ଭ କରିଥିଲେ । ପ୍ରତ୍ୟକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଦ୍ୟାଳୟରେ ବହୁ ଆଡ଼ମ୍ୱରରେ ବାର୍ଷିକ ଉତ୍ସବ ପାଳନ କରାଯାଇଛି । ମୂଖ୍ୟ ଖ୍ୟ ଅତିଥୁ ବିଧାୟକ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଛାତ୍ରଛାତ୍ରୀ ମାନକ ମାନଙ୍କ ଉତ୍ତରୋତ୍ତର କାମନା କରିଛନ୍ତି I ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଛାତ୍ରୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଛନ୍ତି ସମ୍ପନ୍ନ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରି ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କଂ ଉପସ୍ଥିତ ଥିଲେ । ସର୍ବ ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କଳ୍ପନା କରିଛନ୍ତି I ବିଦ୍ୟାଳୟରେ କୃତକାର୍ଯ୍ୟ ହୋଇଥିବା ପ୍ରତିଭା କଂଗ୍ରେସ ର ବରିଷ୍ଠ ନେତା ମାନେ ଏହି କାର୍ଯ୍ୟକ୍ରମରେ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ |

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *