ଦକ୍ଷିଣାଞ୍ଚଳ ନାଟ୍ୟ ମହୋତ୍ସବ ଉପଲକ୍ଷେ ସାମ୍ବାଦିକ ସମ୍ମିଳନୀ l

Spread the love

ଦକ୍ଷିଣାଞ୍ଚଳ ନାଟ୍ୟ ମହୋତ୍ସବ ଉପଲକ୍ଷେ ସାମ୍ବାଦିକ ସମ୍ମିଳନୀ l


କୋରାପୁଟ :କୋରାପୁଟ ସାଂସ୍କୃ ତି କ ପରିଷଦ ପରିସରରେ ଓଡ଼ିଶା ନାଟ୍ୟ ସଂଘ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଏପ୍ରିଲ ମାସ ୭ ତାରିଖରୁ গড়া, ଆରମ୍ଭ ହୋଇ ୮ ଦି ଦିନ ପର୍ଯ୍ୟନ୍ତ ଦକ୍ଷିଣାଞ୍ଚଳ ନାଟ୍ୟ ମହୋତ୍ସବ କୋରାପୁଟ ସାଂସ୍କୃତିକ ପରିଷଦ ମଞ୍ଚରେ ଆ ଥାୟୋଜନ କରା‌ଯିବ ବୋଲି ସଂଘ ସଂପାଦକ ଶୁଭକାନ୍ତ ପାଢ଼ୀ କହିଛନ୍ତି ।ଏହି ମହୋତ୍ସବରେ ତ୍ସବରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ ଗଜପତି ଏବଂ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସଂଗଠନ ପକ୍ଷରୁ ନାଟକ ପରିବେଷଣ କରାଯିବ ।ଏହି ସାମ୍ବାଦିକ ଦିକ ସମ୍ମିଳନୀରେ କୋରାପୁଟ ସାଂସ୍କୃତିକ ପରିଷଦର ସଭାପତି ଶିବ ପ୍ରସାଦ ରଥ,ସଂପାଦକ ଅତନୁ ପଟନାୟକ, ଓଡ଼ିଶା ନାଟ୍ୟ ସଂଘର ଦକ୍ଷିଣାଞ୍ଚଳ ଉପ ସଭାପତି ମନୋଜ ଦଣ୍ଡପାଟ, ଯୁଗ୍ମ ସମ୍ପାଦକ ସମୀର କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ସୁନାବେଡା ଉତ୍କଳ ସାଂସ୍କୃତିକ ପରିଷଦ ଯୁଗ୍ମ ସମ୍ପାଦକ ଜିତେନ୍ଦ୍ର ସେନାପତି ଧନ୍ୟବାଦ ଅର୍ପଣ କରିଥିଲେ ।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *