ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧା

ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧ ଜୟପୁର ୧୩/୮  ଜୟପୁର ସହରର ମେନରୋଡ଼ କିମ୍ବା ଅନ୍ୟାନ୍ୟ ପଥଧାରରେ ପରିବା ବିକ୍ରି କରୁଥିବା ଅନେକ ଆଦିବାସୀ ନାରୀମାନେ ପ୍ରକୃତରେ ଗାଁରେ ଚାଷିତ ଫସଲ ନେଇ…

କେନ୍ଦୁପତ୍ର ଟ୍ରକ୍ ଯୋଗୁଁ କୋଲାବ ବ୍ରିଜ୍‌ରେ ଟ୍ରାଫିକ୍ ସମସ୍ୟା

ଜୟପୁର/ବୈପାରିଗୁଡ଼ା, ୪/୮ କେନ୍ଦୁପତ୍ର ବୋଝେଇ ଟ୍ରକ୍ ଯୋଗୁଁ ବୈପାରିଗୁଡ଼ା ଅଞ୍ଚଳର କୋଟା ଛକ ନିକଟସ୍ଥ ସ୍ବଲପୁର କୋଲାବ ବ୍ରିଜ୍‌ରେ ଦୈନିକ ଟ୍ରାଫିକ୍ ସମସ୍ୟା ଜନ୍ମ ନେଉଛି। ଅଭିଯୋଗ ଅନୁଯାୟୀ, ମାଲକାନଗିରି ଜିଲ୍ଲାରୁ ଆସୁଥିବା ଏହି ଟ୍ରକ୍‌ଗୁଡିକ ନିୟମ ଉଲ୍ଲଂଘନ କରି ବେସି…

ନବରଙ୍ଗପୁର ଜିଲ୍ଲାରେ ବୁଲିଲା ବଜ୍ରପାତ ସଚେତନତା ରଥ

ନବରଙ୍ଗପୁର, ଆଗାଷ୍ଟ ୦୪ : ବଜ୍ରପାତରୁ ଜନସାଧାରଣଙ୍କ ସୁରକ୍ଷା ତଥା ଏ ସମ୍ବନ୍ଧୀୟ ସତର୍କତା ଅବଲମ୍ବନ ନିମନ୍ତେ ଆଜି ପୂର୍ବାହ୍ନ ୧୦ ଘଣ୍ଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ନବରଙ୍ଗପୁର ଜିଲ୍ଲାପାଳ ତଥା ଅଧ୍ୟକ୍ଷ, ଜିଲ୍ଲା ବିପର୍ଜୟ ପରିଚାଳନା କାର୍ତୁପକ୍ଷ ଡଃ…

ଜିଲ୍ଲା ସହରାଞ୍ଚଳ ବିକାଶ ଉପରେ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ।

କୋରାପୁଟ, ୧୬ /୭ ଓଡିଶା ରାଜ୍ୟ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ତତ୍ତ୍ୱାବଧାନରେ, ଜିଲ୍ଲା ସହରାଞ୍ଚଳ ବିକାଶ ପାଇଁ ଜିଲ୍ଲା ସହରାଞ୍ଚଳ ବିକାଶ ପ୍ରାଧିକରଣ (ଡୁଡ଼ା ) ଦ୍ୱାରା ନିଆଯାଇଥିବା ପଦକ୍ଷେପ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ…

ଦେବଶୟନୀ ଏକାଦଶୀ ଉତ୍ସବ ଭକ୍ତିଭାବରେ ପାଳିତ

ଦେବଶୟନୀ ଏକାଦଶୀ ଉତ୍ସବ ଭକ୍ତିଭାବରେ ପାଳିତ ଜୟପୁର, ଶନିବାର ଦିନ ଜୟପୁର ସହର ଥିବା ବୈଭବ ଭେଙ୍କଟେଶ୍ୱର ମନ୍ଦିର, ନାରାୟଣ ମନ୍ଦିର ଏବଂ ବିଷ୍ଣୁ ମନ୍ଦିରରେ ଦେବ ଶୟନୀ ଏକାଦଶୀ ଉତ୍ସବ ମହାଭକ୍ତି ସହିତ ପାଳନ କରାଯାଇଛି। ଆଷାଢ଼ ଶୁକ୍ଳ ଏକାଦଶୀ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌

ରାୟଗଡ଼ା  ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ମଙ୍ଗଳବାର ଗିରଫ କରିଛି ଭିଜିଲାନ୍ସ ସେ ହେଉଛନ୍ତି ରାୟଗଡ଼ା ଜଳ ବିଭାଜିକା ପ୍ରକଳ୍ପର ପୂର୍ବତନ ନିର୍ଦ୍ଦେଶକ (ପିଡି) ତଥା ବର୍ତ୍ତମାନ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ…

କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ

କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ କୋରାପୁଟ : ଜାତୀୟ କଂଗ୍ରେସ ଦଳ ପକ୍ଷରୁ ଉଦିବାର ଦିନ ଜୟପୁର ଦଶହରା ପଡ଼ିଆରେ ସମ୍ବିଧାନ ବଞ୍ଚାଅ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ ସଭ ପତି ଭକ୍ତ ଚରଣ ଦାସ ଓ…

କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ସାତଟି କଲ୍ୟାଣକାରୀ ସୁବିଧା ପ୍ରଦାନ : ମୁଖ୍ୟମନ୍ତ୍ରୀ

କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ସାତଟି କଲ୍ୟାଣକାରୀ ସୁବିଧା ପ୍ରଦାନ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୨୭/୦୩ : ଓଡ଼ିଶା ସରକାର କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ୭ ଟି କଲ୍ୟାଣକାରୀ ସୁବିଧା ପ୍ରଦାନ କରିଛନ୍ତି। ଯେଉଁଥିରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ପରିବାରକୁ ୪…

ପ୍ରବଳ ଖରା ପାଇଁ ଏହି ସମୟରେ ମିଳିବ ରାସନ ସାମଗ୍ରୀ

ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା କରାଯାଇଛି । ସାଧାରଣ ବଣ୍ଟନ ବ୍ୟବସ୍ଥା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ପିଡ଼ିଏସ ସାମଗ୍ରୀ…

ଏସଆଇଙ୍କୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା।

ଯାଜପୁର, ୦୧/୦୨: ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ପୁଲିସ ସବ୍ ଇନ୍ସପେକ୍ଟର ଅଭୟ କୁମାର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ। ସୂଚନା ଅନୁଯାୟୀ, ଅଭୟ ନାୟକ…