ଉପଖଣ୍ଡ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ-୨୦୨୫ ପାଳନ

ଉପଖଣ୍ଡ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ-୨୦୨୫ ପାଳନ ଜୟପୁର ତା.୨୬.୦୧.୨୦୨୫ରିଖ:- ଜୟପୁର ଉପଖଣ୍ଡରେ ୭୬ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ଜୟପୁର ଦଶହରା ପଢିଆ ଠାରେ ବହୁ ଆଡମ୍ବରରେ ପାଳନ କରାଯାଇଛି । ଏହି ପବିତ୍ର ଦିବସ ଉପଲକ୍ଷେ ଉପଜିଲ୍ଲାପାଳ କୁମାରୀ ଆକବରମ୍…