୧୦ ମଇ ୨୦୨୫: ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

୧୦ ମଇ ୨୦୨୫: ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଧେଶକ୍ରମେ ଆସନ୍ତା ତା-୧୦-0୫-୨୦୨୫ (ଶନିବାର)ରିଖରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, କୋରାପୁଟ-ଜୟପୁର ସମେତ କୋରାପୁଟ, କୋଟପାଡ, ବୋରିଗୁମ୍ମା, ସେମିଲିଗୁଡା,…