ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝି ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍ଘାଟନ କରିଛନ୍ତି।ରାଜ୍ୟରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ଏବଂ ବ୍ୟବହାରକୁ ବୃଦ୍ଧି କରିବା ସହ ଓଡ଼ିଶାକୁ ଭାରତର ମିଲେଟ ହବରେ ପରିଣତ କରାଯିବ। ଏଥିପାଇଁ ଚଳିତ ବର୍ଷ ବଜେଟରେ ୬୪୯ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି
Leave a Reply