ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା

Spread the love

ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା            


ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ର ଡାବୁଗାଁ ପାପଡାହାଣ୍ଡି ମୁଖ୍ୟ ରାସ୍ତାର ଚାରିଛକ ଠାରେ ଡାବୁଗାଁ ଥାନା ତରଫରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ହେଲମେଟ ବିନ୍ଧିବା, ୨ ଚକିଆ ଗାଡିରେ ୨ ଜଣରୁ ଅଧିକ ବସନ୍ତୁ ନାହିଁ, ସିଟ ବେଲ୍ଟ ଲଗାଇ ଗାଡି ଚଲାନ୍ତୁ, ମଦ୍ୟପାନ କରି, ମୋବାଇଲ ଧରି କିମ୍ବା ଅନ୍ୟ ମନସ୍କ ହୋଇ ଗାଡି ଚଲାନ୍ତୁ ନାହିଁ ବୁଝାଇବା ସହ ଗୋଲାପ ଫୁଲ ଦେଇ ଗାଡି ଚାଳକ ମାନଙ୍କୁ ସଚେତନ କରାଯାଇଥିଲା | ଏଥିରେ ଡାବୁଗାଁ ଥାନା ଅଧିକାରୀ ଗୋପାଳକୃଷ୍ଣ ଆଗୁପାତ୍ର ଙ୍କ ନିର୍ଦ୍ଦେଶ କ୍ରମେ ସବଇନିସ୍ପେକ୍ଟର ଚନ୍ଦନ ସାହୁ, ବିକ୍ରମ କିଶୋର ସାହୁ, ଏଏସଆଇ ଗୋପାଳକୃଷ୍ଣ ହାଲୱା, ଚନ୍ଦ୍ରଶେଖର ହଜାରୀ ଓ ସସ୍ମିତା ଦାଶ, ହାବିଲଦାର ଶିବଶଙ୍କର ଭଞ୍ଜ ଏବଂ ପୋଲିସ କର୍ମଚାରୀ ମାନେ ଉପସ୍ଥିତ ଥିଲେ |

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *