ସହର ସ୍ଥିତ ମୁଖ୍ୟ ରାସ୍ତାରେ ଥିବା ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ଜୟନ୍ତୀ ପାଳିତ।

Spread the love

ସହର ସ୍ଥିତ ମୁଖ୍ୟ ରାସ୍ତାରେ ଥିବା ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତି ନିକଟରେ ଜୟନ୍ତୀ ପାଳିତ।ଜୟପୁର ମୁଖ୍ୟ ରାସ୍ତାରେ ଥିବା ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୁତ୍ତା ନିକଟରେ ବିଭିନ୍ନ ଅନୁଷ୍ଠାନ ତରଫରୁ ଆଜି ସକାଳ ୫ଟାରେ ଜୟନ୍ତି ପାଳିତ ହୋଇଛି । ଭାରତର ସ୍ବାଧୀନତା ସଂଗ୍ରାମୀ ଶହିଦ ଲକ୍ଷଣ ନାୟକଙ୍କ ଜୟନ୍ତି ଉପଲକ୍ଷେ ପ୍ରତିମୁତ୍ତା ନିକଟରେ ଜୟପୁର ଉପଖଣ୍ଡ ପ୍ରଶାସନ, ଶହୀଦ ଲକ୍ଷ୍ମଣ ନାୟକ ସ୍ମୃତି ସମିତି, ଉତ୍କଳ ସମ୍ମିଳିନି କୋରାପୁଟ ଜିଲା ଶାଖା ତରଫରୁ ଜୟନ୍ତି ପାଳିତ କରାଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଜୟପୁର ଉପ ଜିଲାପାଳ ଆକା ବରମ ସସ୍ୟା ରେଡି଼ ଯୋଗ ଦେଇଥିଲେ ।

  • Related Posts

    ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧା

    Spread the love

    Spread the loveଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧ ଜୟପୁର ୧୩/୮  ଜୟପୁର ସହରର ମେନରୋଡ଼ କିମ୍ବା ଅନ୍ୟାନ୍ୟ ପଥଧାରରେ ପରିବା ବିକ୍ରି କରୁଥିବା ଅନେକ ଆଦିବାସୀ ନାରୀମାନେ ପ୍ରକୃତରେ ଗାଁରେ ଚାଷିତ…

    କେନ୍ଦୁପତ୍ର ଟ୍ରକ୍ ଯୋଗୁଁ କୋଲାବ ବ୍ରିଜ୍‌ରେ ଟ୍ରାଫିକ୍ ସମସ୍ୟା

    Spread the love

    Spread the loveଜୟପୁର/ବୈପାରିଗୁଡ଼ା, ୪/୮ କେନ୍ଦୁପତ୍ର ବୋଝେଇ ଟ୍ରକ୍ ଯୋଗୁଁ ବୈପାରିଗୁଡ଼ା ଅଞ୍ଚଳର କୋଟା ଛକ ନିକଟସ୍ଥ ସ୍ବଲପୁର କୋଲାବ ବ୍ରିଜ୍‌ରେ ଦୈନିକ ଟ୍ରାଫିକ୍ ସମସ୍ୟା ଜନ୍ମ ନେଉଛି। ଅଭିଯୋଗ ଅନୁଯାୟୀ, ମାଲକାନଗିରି ଜିଲ୍ଲାରୁ ଆସୁଥିବା ଏହି ଟ୍ରକ୍‌ଗୁଡିକ ନିୟମ ଉଲ୍ଲଂଘନ…

    Leave a Reply

    Your email address will not be published. Required fields are marked *