ଆମ୍ବେଦକର ଛକ ଓ ବାରିଣୀପୁଟ ଠାରେ ରାଷ୍ଟ୍ରୀୟ ସମ୍ବିଧାନ ଦିବସ ପାଳିତ l

Spread the love

ଆମ୍ବେଦକର ଛକ ଓ ବାରିଣୀପୁଟ ଠାରେ ରାଷ୍ଟ୍ରୀୟ ସମ୍ବିଧାନ ଦିବସ ପାଳିତ

ଜୟପୁର : ଜୟପୁର ବ୍ଲକ ଅନୁର୍ଗତ ବାରିଣିପୁଟ ଅମୃତ ସରୋବର ରେ ଆସି ଦିନ ୧୧ ଟାରେ ରାଷ୍ଟ୍ରୀୟ ସମ୍ବିଧାନ ଦିବସ ପାଳିତ ହୋଇଛି । ଜୟପୁର ଦୁଇ ପ୍ରଶାସନ ତରଫରୁ ଆୟୋଜିତ କାଯ୍ୟକ୍ରମରେ ହୁକ ଆଧ୍ୟକ୍ଷା ତିନୋରମା ମୁଦୁଲି, ବିଡିଓ ଶକ୍ତି ମହାପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ । ବଞ୍ଚିତ, ଶୋଷିତ ସମାଜିକ ସଂଗଠନ, ଅଳ ଭାରତୀୟ ପରିସଂଘ ମହାବଳିତ ପରିଫର ତରଫରୁ ସମ୍ବିଧାନ ଦିବସ ପାଳିତ ହୋଇଛି । ଆମ୍ବେଦକ ଛକ ନିକଟରେ ରହିଥିବା ଅମ୍ବେଦକର ଙ୍କ ପ୍ରତିମୁରି ନିକଟରେ ଭାଷ୍ଟ୍ରିୟ ଦିବସ ପାଳନ କରାଯାଇଛି । ଏହି ଅବସରରେ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା ।

  • Related Posts

    ଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧା

    Spread the love

    Spread the loveଜୟପୁରରେ ମେନରୋଡ଼ରେ ପରିବା ବିକ୍ରି ପଛରେ ଦଲାଲ ଚକ୍ର, ଟ୍ରାଫିକ ସୁଧାର ଅଭିଯାନକୁ ବାଧ ଜୟପୁର ୧୩/୮  ଜୟପୁର ସହରର ମେନରୋଡ଼ କିମ୍ବା ଅନ୍ୟାନ୍ୟ ପଥଧାରରେ ପରିବା ବିକ୍ରି କରୁଥିବା ଅନେକ ଆଦିବାସୀ ନାରୀମାନେ ପ୍ରକୃତରେ ଗାଁରେ ଚାଷିତ…

    କେନ୍ଦୁପତ୍ର ଟ୍ରକ୍ ଯୋଗୁଁ କୋଲାବ ବ୍ରିଜ୍‌ରେ ଟ୍ରାଫିକ୍ ସମସ୍ୟା

    Spread the love

    Spread the loveଜୟପୁର/ବୈପାରିଗୁଡ଼ା, ୪/୮ କେନ୍ଦୁପତ୍ର ବୋଝେଇ ଟ୍ରକ୍ ଯୋଗୁଁ ବୈପାରିଗୁଡ଼ା ଅଞ୍ଚଳର କୋଟା ଛକ ନିକଟସ୍ଥ ସ୍ବଲପୁର କୋଲାବ ବ୍ରିଜ୍‌ରେ ଦୈନିକ ଟ୍ରାଫିକ୍ ସମସ୍ୟା ଜନ୍ମ ନେଉଛି। ଅଭିଯୋଗ ଅନୁଯାୟୀ, ମାଲକାନଗିରି ଜିଲ୍ଲାରୁ ଆସୁଥିବା ଏହି ଟ୍ରକ୍‌ଗୁଡିକ ନିୟମ ଉଲ୍ଲଂଘନ…

    Leave a Reply

    Your email address will not be published. Required fields are marked *