ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଞ୍ଜୀବ ଖାନ୍ନା

ଜଷ୍ଟିସ ସଞ୍ଜୀବ ଖାନ୍ନା ତାଙ୍କ ପୂର୍ବବର୍ତ୍ତୀ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ଙ୍କ ଅବସର ପରେ ସୋମବାର ରାଷ୍ଟ୍ରପତି ଭବନରେ ଭାରତର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ, ଶକ୍ତି ମନ୍ତ୍ରୀ ମନୋହର ଲାଲ ଖଟ୍ଟର, ପୂର୍ବତନ ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଖାନ୍ନାଙ୍କୁ ଶପଥ ପାଠ କରାଇଥିଲେ।

Leave a Reply

Your email address will not be published. Required fields are marked *