ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ।ଜୟପୁର: ବିକ୍ରମ ଦେବ ବିଶ୍ବବିଦ୍ୟାଳୟ ଠାରେ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ପାଳିତ, ଯୋଗଦେଲେ ବିଧାୟକ ବିକ୍ରମ ଦେବ ବିଶ୍ବ ବିଦ୍ୟାଳୟ ରେ ଆଜି ସଂନ୍ଧ୍ୟା ଟୋରେ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଛି । ପବ୍ଲିକ ରାଇଟ୍ସ ଆସୋସିଏସନ୍ କୋରାପୁଟ ଜିଲା ତରଫରୁ ଆୟୋଜିତ କାଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନିପତି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥୁ ଭାବେ ବିଶ୍ବ ବିଦ୍ୟାଳୟର କୁଳ ସଚିବ ରଞ୍ଜନ କୁମାର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ଅଧ୍ଯକ୍ଷ ଯୁଗୋଳ କିଶୋର ମିଶ୍ର,ଆସୋସିଏସନର ସଭାପତି ତଥା ଆବାହକ ଦେବେନ୍ଦ୍ର ବାହିନିପତି ଉପସ୍ଥିତ ଥିଲେ ।
ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।
Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…