ସ୍କୁଲ୍ ଭ୍ୟାନ୍ ଓଲଟି ୧୧ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ l

Spread the love

ସ୍କୁଲ୍ ଭ୍ୟାନ୍ ଓଲଟି ୧୧ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ l

ବୋରିଗୁମ୍ମା: କୋରାପୁଟ ଜିଲ୍ଲା ବୋରିଗୁମ୍ମା ସରସ୍ବତୀ ଶିଶୁ ମନ୍ଦିରରେ ପାଠ ପଢ଼ୁଥିବା ୧୧ ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କୁ ନିଜ ନିଜ ଘରେ ଛାଡ଼ିବା ପାଇଁ ଏକ ଇକୋ ଭ୍ୟାନ (ଓଡି ୧୦ଜେଡ୍ ୧୨୮୯) ବୋରିଗୁମ୍ମା ଠାରୁ ମୁଣ୍ଡାଗୁଡ଼ା ଅଭିମୁଖେ ଯାଉଥିଲା। ଭ୍ୟାନ୍ ଟି ସର୍ଗିଗୁଡ଼ା ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଓଲଟି ପଡ଼ିଥିଲା। ସେହି ସମୟରେ କିଛି ଲୋକ ଦୁର୍ଘଟଣା ଦେଖି ସଂଗେ ସଂଗେ ଇକୋ ଭ୍ୟାନ ମଧ୍ୟରେ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବୋରିଗୁମ୍ମା ମେଡିକାଲକୁ ଆଣିଥିଲେ।
ଭ୍ୟାନ୍ ଟି ସର୍ଗିଗୁଡ଼ା ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଓଲଟି ପଡ଼ିଥିଲା। ସେହି ସମୟରେ କିଛି ଲୋକ ଦୁର୍ଘଟଣା ଦେଖି ସଂଗେ ସଂଗେ ଇକୋ ଭ୍ୟାନ ମଧ୍ୟରେ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବୋରିଗୁମ୍ମା ମେଡିକାଲକୁ ଆଣିଥିଲେ। ସମସ୍ତ ଆହତ ଛାତ୍ରଛାତ୍ରୀଙ୍କର ଚିକିତ୍ସା କରାଯାଇଛି। ସେଥିମଧ୍ୟରୁ ଜଣେ ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଯୋଗୁଁ ତାଙ୍କୁ କୋରାପୁଟ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।
ସମସ୍ତ ଆହତ ଛାତ୍ରଛାତ୍ରୀଙ୍କର ଚିକିତ୍ସା କରାଯାଇଛି। ସେଥିମଧ୍ୟରୁ ଜଣେ ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଯୋଗୁଁ ତାଙ୍କୁ କୋରାପୁଟ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

  • Related Posts

    ଜୟପୁରରେ କଂଗ୍ରେସ ଜିଲ୍ଲା ସଭାପତି ନିର୍ବାଚନ ବୈଠକ ଅନୁଷ୍ଠିତ।

    Spread the love

    Spread the loveକୋରାପୁଟ,ଜୟପୁର, ୫/୯ ଶୁକ୍ରବାର ଜୟପୁରର ବାବା ସାହେବ କଲ୍ୟାଣୀ ମଣ୍ଡପମ ଏବଂ ବାଙ୍କମଠରେ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ସଭାପତି ପାଇଁ ଏକ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟିର ମାନକ…

    ଦେଢ଼ କୋଟିର ଗ୍ରାମୀଣ ଶିଳ୍ପ ପାର୍କ ସ୍ଥାଣୁ

    Spread the love

    Spread the love*ବଜାର ବ୍ୟବସ୍ଥା ନାହିଁ, କଞ୍ଚାମାଲ ଅଭାବରେ ୧୨ ଏସ ହେଚ୍ ଜି  ଜୀବିକା ସଙ୍କଟ କୋରାପୁଟ, ୪ /୯ ବିଜୁ ଗ୍ରାମୀଣ ବହୁମୁଖୀ କୃଷି ଉଦ୍ୟୋଗୀ ଯୋଜନାରେ ୨୦୨୧-୨୨ରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ୍‌ର ପଢେଇଗୁଡା ଗ୍ରାମରେ ୨…

    Leave a Reply

    Your email address will not be published. Required fields are marked *