ଅପ୍ରେଲ ୨୩ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ସ୍କୁଲ୍ ଛୁଟି ଘୋଷଣା | ୨୨ ଅପ୍ରେଲ, ୨୦୨୫ ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ଅପ୍ରେଲ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା କରାଯାଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ…